Assembly Budget Session / ଫେବ୍ରୁଆରୀ ୧୭ରୁ ବଜେଟ୍ ଅଧିବେଶନ, ୨୦ରେ ଆଗତ ହେବ ବଜେଟ୍
·5 months ago

Key Points
ଫେବ୍ରୁଆରୀ ୧୭ରୁ ବିଧାନସଭା ବଜେଟ୍ ଅଧିବେଶନ
ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ୍ ଅଧିବେଶନ
ଫେବ୍ରୁଆରୀ ୨୦ରେ ଆଗତ ହେବ ବଜେଟ୍-୨୦୨୬
ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ୍ ଅଧିବେଶନ
ଫେବ୍ରୁଆରୀ ୨୦ରେ ଆଗତ ହେବ ବଜେଟ୍-୨୦୨୬
ଫେବ୍ରୁଆରୀ ୧୭ ତାରିଖରୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନ । ଚଳିତ ଥର ଦୁଇଟି ପର୍ଯ୍ୟାୟରେ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ରେ ଆଗତ ହେବ ବଜେଟ୍-୨୦୨୬ । ଏପ୍ରିଲ ୮ ତାରିଖ ଯାଏଁ ଚାଲିବ ବଜେଟ୍ ଅଧିବେଶନ । ବଜେଟ୍ ଅଧିବେଶନର ପ୍ରଥମ ଦିନ ଗୃହରେ ଅଭିଭାଷଣ ରଖିବେ ରାଜ୍ୟପାଳ ।
ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ ଅଧିବେଶନ । ବଜେଟ ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ । ପ୍ରଥମ ପର୍ଯ୍ୟାୟରେ ୭ଟି ଓ ଦ୍ୱିତୀୟ ପର୍ଯ୍ୟାୟରେ ୨୨ଟି କାର୍ଯ୍ୟ ଦିବସ ରହିଛି । ମାର୍ଚ୍ଚ ୩୧ ବିଧାନସଭାରେ ବ୍ୟୟମଞ୍ଜୁରୀ ବିଲ୍ ବିଧାନସଭାରେ ପାରିତ ହେବ ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories