ପୁରୀ ବାଣ ବିସ୍ଫୋରଣ ; ୧୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
·2 years ago

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣା । ଆଜି ଆଉ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଛି । ଏବେ ଆହୁରି ୧୨ ଜଣ ଚିକିତ୍ସାଧୀନ ଅଛନ୍ତି । ମୃତ୍ୟୁସଂଖ୍ୟା ବୃଦ୍ଧି ନେଇ ଏସ୍ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।
ଅଧିକ ମୁଖ୍ୟମନ୍ତ୍ରୀ : ପୁରୀ ବ୍ଲାଷ୍ଟ: ମୃତ୍ୟୁ ସଂଖ୍ୟା 13କୁ ବୃଦ୍ଧି
ପୁରୀରେ ଚନ୍ଦନ ଯାତ୍ରା ସମୟରେ ବାଣ ବିସ୍ଫୋରଣ ସମୟରେ ୩୦ରୁ ଉର୍ଦ୍ଧ୍ବ ଲୋକ ଆହତ ହୋଇଥିଲେ । ଅନେକ ଲୋକ ବର୍ତ୍ତମାନ ଆହତ ଅବସ୍ଥାରେ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ମୃତକଙ୍କ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପମୂଳକ ସହାୟତା ଘୋଷଣା କରିଛନ୍ତି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
