Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଟ୍ରକକୁ ପଛପଟୁ ଧକ୍କା ଦେଲା ବସ: ୧୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

Odisha

ଟ୍ରକକୁ ପଛପଟୁ ଧକ୍କା ଦେଲା ବସ: ୧୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

Ritu Das
Browse all articles by Ritu Das
·2 years ago
ଟ୍ରକକୁ ପଛପଟୁ ଧକ୍କା ଦେଲା ବସ: ୧୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

ଅର୍ଗସ ବ୍ୟୁରୋ: ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥର ପେଟ୍ରୋଲ ପମ୍ପ ନିକଟରେ ବଡ଼ ଦୁର୍ଘଟଣା ଘଟିଛି। ଟ୍ରକକୁ ପଛପଟୁ ଧକ୍କା ଦେଇଛି ଏକ ବସ। ପାଖାପାଖି ୬୦ରୁ ଉର୍ଦ୍ଧ୍ବ ଯାତ୍ରୀ ଙ୍କୁ ନେଇ ଭଦ୍ରକରୁ ଭୁବନେଶ୍ୱର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। 

୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବା ବେଳେ ୪ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସମସ୍ତଙ୍କ ଚିକିତ୍ସା ଚାଲିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Bus hits back of truck | Argus News