Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସିମେଣ୍ଟ ବୋଝେଇ ଟ୍ରକକୁ ପିଟିଲା ବସ୍: ଦୁଇ ମୃତ, ୧୩ ଗୁରୁତର 

Manini Pattanayak
Browse all articles by Manini Pattanayak
·2 years ago
ସିମେଣ୍ଟ ବୋଝେଇ ଟ୍ରକକୁ ପିଟିଲା ବସ୍: ଦୁଇ ମୃତ, ୧୩ ଗୁରୁତର 

ଯାଜପୁର :  ଯାଜପୁର ବଡ଼ଚଣା ଥାନା କଢ଼େଇ ଛକ ନିକଟରେ ଦୁର୍ଘଟଣା । ସିମେଣ୍ଟ ବୋଝେଇ ଟ୍ରକକୁ ପଛ ପଟୁ ପିଟିଲା ଭଲବୋ ବସ୍।  ବସ ଟି କଲିକତାରୁ ପୁରୀ ଅଭିମୁଖେ ଯାଉଥିଲା  । ଦୁର୍ଘଟଣାରେ ୧୩ରୁ ଅଧିକ ଆହତ ହୋଇଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି ।

ସେମାନଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ରେ ଅନ୍ୟ ଜଣେ ଅତିରିକ୍ତ ଡ୍ରାଇଭର ଓ କଣ୍ଡକ୍ଟର ମୃତ୍ୟୁ ଘଟିଛି । ଘଟଣା ସ୍ଥଳରେ ବଡ଼ଚଣା ପୋଲିସ ପହଞ୍ଚି ଆହାତ ମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଇବା ସହ ଦୁର୍ଘଟଣା ତଦନ୍ତ ଆରମ୍ଭ କରିଛି।

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Bus hits cement truck: 2 dead, 13 seriously in badachana | Argus News