Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଟ୍ରକକୁ ପିଟିଲା ବସ୍, ୨୦ରୁ ଅଧିକ ଯାତ୍ରୀ ଆହତ

Swoyang prajna Mishra
Browse all articles by Swoyang prajna Mishra
·1 year ago
ଟ୍ରକକୁ ପିଟିଲା ବସ୍, ୨୦ରୁ ଅଧିକ ଯାତ୍ରୀ ଆହତ

ଟ୍ରକକୁ ପିଟିଲା ବସ୍ । 20ରୁ ଉର୍ଦ୍ଧ ଯାତ୍ରୀ ଆହତ l ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଲଙ୍ଗଳେଶ୍ବରଠାରେ ଦୁର୍ଘଟଣା । ବାଲୁଙ୍କେଶ୍ୱର ନାମକ ଏକ ଘରୋଇ ବସ ଭୁବନେଶ୍ଵରରୁ ଆସିକା ଯାଉଥିବା ବେଳେ ଟ୍ରକ ପଛକୁ ଧକ୍କା ଦେଇଥିଲା l ବସ ଦୁର୍ଘଟଣା ପରେ ବସ ଛାଡ଼ି ଡ୍ରାଇଭର, କଣ୍ଡକ୍ଟର ଓ ହେଲ୍ପର ଫେରାର l


ସମସ୍ତ ଆହତ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି l ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି l ସେପଟେ ସାମାନ୍ୟ ଆହତ ହୋଇଥିବା ଯାତ୍ରୀମାନଙ୍କୁ ଚିକିତ୍ସା ପରେ ଖଲ୍ଲିକୋଟ ଥାନା ପକ୍ଷରୁ ଏକ ବସ ଯୋଗେ ସମସ୍ତଙ୍କୁ ଗନ୍ତବ୍ୟସ୍ଥଳକୁ ପଠାଯାଇଛି l

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored