ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍, ୨ ମୃତ, ୫୦ ଆହତ
·1 year ago

କନ୍ଧମାଳ: ଫୁଲବାଣୀ ଫିରିଙ୍ଗିଆ ବୁଲାଣିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୫୦ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ଫିରିଙ୍ଗିଆ ମେଡିକାଲରେ ଭର୍ତ୍ତି କରାଯାଇଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: