ଘାଟିରେ ଓଲଟିଲା ବସ: ୨୦ ଆହତ, ୪ ଗୁରୁତର
·1 year ago

ଗଜପତି ଜିଲ୍ଲା ରାୟଗଡ଼ ଥାନା ଅନ୍ତର୍ଗତ ମାର୍ଲବା ଘାଟିରେ ବସ ଓଲଟି ପଡ଼ିଛି। ଦୁର୍ଘଟଣାରେ 20 ଜଣ ଆହତ ହୋଇଥିବାବେଳେ ୪ଜଣ ଗୁରୁତର ଅଛନ୍ତି। ବସ୍ଟି ବ୍ରହ୍ମପୁରରୁ ପାରଳାଖେମୁଣ୍ଡି ଅଭିମୁଖେ ଆସୁଥିଲା।
ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: