Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ସରୁଛି ପ୍ରଚାର

Odisha

ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ସରୁଛି ପ୍ରଚାର

Manini Pattanayak
Browse all articles by Manini Pattanayak
·2 years ago
ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ସରୁଛି ପ୍ରଚାର

ଭୁବନେଶ୍ୱର: ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ସରୁଛି ପ୍ରଚାର । ଆସନ୍ତା ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳର ୧୦୨ଟି ଆସନ ପାଇଁ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଛତିଶଗଡର ମାଓ ପ୍ରଭାବିତ ବସ୍ତର ଲୋକସଭା ଆସନ ପାଇଁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଉଛି । ଭୋଟରଙ୍କୁ ମନେଇବା ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ମାରାଥନ ପ୍ରଚାର କରୁଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ଜନସଭାରେ ଉଦବୋଧନ ଦେଇ ଅବ କି ବାର ୪୦୦ ପାର ନାରା ଦେଇଛନ୍ତି । ଆଜି ମୋଦି ଆସାମ ଓ ତ୍ରିପୁରାରେ ନିର୍ବାଚନ ପ୍ରଚାର କରିବେ । ଦିନ ୧୧ଟାରେ ଆସାମର ନଳବାରୀ ଓ ଦିନ ୨ଟାରେ ତ୍ରିପୁରାର ଅଗରତାଲାରେ ନିର୍ବାଚନୀ ସଭାରେ ଉଦବୋଧନ ଦେବେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Campaigning for the first phase of the Lok Sabha elections has end today | Argus News