ଧରାପଡିଲା ସହରୀ ବାଘ
·1 year ago

ଅର୍ଗସ ବ୍ୟୁରୋ: ଧରାପଡିଲା ସହରୀ ବାଘ । ଏହା ଏକ କଲରା ପତରିଆ ବାଘ ବୋଲି ପ୍ରତ୍ୟକ୍ଷଦର୍ଶୀ ଙ୍କ ପକ୍ଷରୁ ସୂଚନା ମିଳିଛି । ଆଜି ସକାଳ ୬.୪୦ ମିନିଟ ସମୟରେ ସହରର ଭଞ୍ଜପୁର ବୁଢିଖମାରୀ ଅଞ୍ଚଳରେ ପ୍ରଥମେ ବାଘଟିକୁ ଦେଖିଥିଲେ କିଛି ଲୋକେ । ପାଚେରୀ ଡେଇଁ ଲୋକଙ୍କ ବାଡ଼ି ବୁଦାରେ ଲୁଚି ରହିଥିବା ସନ୍ଦେହ । ବନବିଭାଗ ପକ୍ଷରୁ ବାଘକୁ ଧରିବା ପାଇଁ ପ୍ରୟାସ ଜାରୀ ରହିଥିଲା । ଗତ ବୁଧବାର ଦିନ ଶିମିଳିପାଳ ରୁ ଦିଗହରା ହୋଇ ଏକ କଲରାପତରିଆ ବାଘ ଶ୍ୟାମାଖୁଣ୍ଟ ବ୍ଲକ ଜଗନ୍ନାଥପୁର ଅଞ୍ଚଳକୁ ପସି ଆସିଥିଲା । ଏବେ ବାଘଟି ଧରାପଡ଼ିଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: