ବାତ୍ୟା `ଦାନା' କ୍ଷୟକ୍ଷତି ଆକଳନ ପାଇଁ ଆସିବ କେନ୍ଦ୍ରୀୟ ଟିମ୍
·1 year ago

ଅର୍ଗସ ବ୍ୟୁରୋ: ବାତ୍ୟା `ଦାନା' କ୍ଷୟକ୍ଷତି ଆକଳନ ପାଇଁ ଆସିବ କେନ୍ଦ୍ରୀୟ ଟିମ୍ । ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ପି.କେ ରାୟଙ୍କ ନେତୃତ୍ବରେ ଆସନ୍ତା 24 ତାରିଖରେ ଓଡ଼ିଶା ଆସିବେ ୭ ଜଣିଆ କେନ୍ଦ୍ରୀୟ ଟିମ୍। 27 ଯାଏଁ ଓଡ଼ିଶାର ପ୍ରଭାବିତ ଜିଲ୍ଲାଗୁଡ଼ିକ ବୁଲି ଦେଖିବେ । ଭଦ୍ରକ, ବାଲେଶ୍ଵର, କେନ୍ଦ୍ରାପଡ଼ା ଜିଲ୍ଲାରେ କ୍ଷୟକ୍ଷତି ଅନୁଧ୍ୟାନ କରିବେ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ। ଘର ଭଙ୍ଗା କ୍ଷୟକ୍ଷତିର ସ୍ଥାୟୀ ସମାଧାନ ପାଇଁ ସରକାର ପ୍ରତିକାର କରୁଛନ୍ତି। ମାଟି ଘରକୁ ପକ୍କା ଘରରେ ରୂପାନ୍ତରିତ ପାଇଁ କେନ୍ଦ୍ରର ସହଯୋଗ ନେବୁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: