Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡିଶାରେ ପ୍ରବଳ ବର୍ଷାର ସମ୍ଭାବନା

Swayangprajna Mishra
Browse all articles by Swayangprajna Mishra
·2 years ago
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡିଶାରେ ପ୍ରବଳ ବର୍ଷାର ସମ୍ଭାବନା

ଅର୍ଗସ ବ୍ୟୁରୋ :  ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏନେଇ ସୂଚନା ଦେଇଛନ୍ତି । ୨୫ରେ ଉପକୂଳ ଓଡିଶାରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ମୟୁରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା

ତେବେ ସମ୍ଭାବ୍ୟ  ବର୍ଷା, ପବନ ନେଇ ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କଲେ ଏସଆରସି (SRC) । ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଆଲର୍ଟ କଲେ । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Chance of heavy rain in Odisha under the influence of possible storm | Argus News