ଚାନ୍ଦବାଲିରେ ସର୍ବାଧିକ 158.6 ମିମି ବର୍ଷା ରେକର୍ଡ
·1 year ago

ଅର୍ଗସ ବ୍ୟୁରୋ : ଚାନ୍ଦବାଲିରେ ସର୍ବାଧିକ ବର୍ଷା ରେକର୍ଡ । ଗତ 24 ଘଣ୍ଟାରେ ଚାନ୍ଦବାଲିରେ ସର୍ବାଧିକ 158.6 ମିମି ବର୍ଷା ରେକର୍ଡ ହୋଇଛି । ରାଜକନିକାରେ 156.0 ମିମି ବର୍ଷା ରେକର୍ଡ ହୋଇଛି । ସେହିପରି ମାର୍ଶାଘାଇରେ ରେକର୍ଡ ହୋଇଛି 110.0 ମିମି ବର୍ଷା ।
ଅଧିକ ପଢନ୍ତୁ : ବାତ୍ୟା ସମୀକ୍ଷା ; ସଫଳ ମୁକାବିଲା ପାଇଁ ସବୁ ବିଭାଗକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଓଉପଦାରେ 109.0 ମିମି ବର୍ଷା ରେକର୍ଡ କରାଯାଇଛି । ସେପଟେ ବର୍ଷା ପାଇଁ ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜକୁ ଅତି ପ୍ରବଳ ବର୍ଷା ନେଇ ଜାରି ହୋଇଛି ରେଡ୍ ଆଲର୍ଟ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: