Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ

Odisha

ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ

Swoyang prajna Mishra
Browse all articles by Swoyang prajna Mishra
·1 year ago
ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ

ଦିଲ୍ଲୀରେ ପଂହଚିଲେ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ । ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି । ଆସନ୍ତା ୮ ତାରିଖରେ ଦିଲ୍ଲୀରେ ଆୟୋଜିତ ଓଡ଼ିଶା ନିବେଶକ ସମ୍ମିଳନୀରେ ଏବଂ ଏମଓୟୁ ସ୍ବାକ୍ଷର କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଦିଲ୍ଲୀରେ ଆୟୋଜିତ ଓଡ଼ିଶା ନିବେଶକ ସମ୍ମିଳନୀରେ ଏବଂ ଏମଓୟୁ ସ୍ବାକ୍ଷର କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ।


ଓଡ଼ିଶାକୁ ଆସିବ ବଡ଼ ପୁଞ୍ଜିନିବେଶ । IOCL, ପେଟ୍ରୋନେଟ ଏଲଏନଜି, ଇଣ୍ଡିଆ ଷ୍ଟ୍ରେଟେଜିକ ପେଟ୍ରୋଲିୟମ ରିଜର୍ଭସ ଲିମିଟେଡ ସହ ହେବ ଏମଓୟୁ । ଦୁଇ ଦିନିଆ କାର୍ଯ୍ୟକ୍ରମ ସମୟରେ ଓଡ଼ିଶାରେ ପୁଞ୍ଜିନିବେଶ ନେଇ ବିଭିନ୍ନ ଶିଳ୍ପ ପ୍ରମୁଖ ମାନଙ୍କ ସହ ଆଲୋଚନା କରିବେ ସିଏମ । ୯ ତାରିଖ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରି ଆସିବା ନେଇ ସୂଚନା ମିଳିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Chief Minister Mohan Charan Majhi arrives in Delhi | Argus News