Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜିଠୁ ତୃତୀୟ ମହଲା ହେଲା ମୁଖ୍ୟମନ୍ତ୍ରୀଙ୍କ ବିଧିବଦ୍ଧ କାର୍ଯ୍ୟାଳୟ

Smruti Parija
Browse all articles by Smruti Parija
·2 years ago
ଆଜିଠୁ ତୃତୀୟ ମହଲା ହେଲା ମୁଖ୍ୟମନ୍ତ୍ରୀଙ୍କ ବିଧିବଦ୍ଧ କାର୍ଯ୍ୟାଳୟ

ଭୁବନେଶ୍ୱର: ମନ୍ତ୍ର ଧ୍ୱନିରେ କମ୍ପିଲା ତୃତୀୟ ମହଲା । ଆଜି ଲୋକସେବା ଭବନକୁ ପ୍ରଣାମ ସହ ପୂଜାର୍ଚ୍ଚନା କରି ତୃତୀୟ ମହଲା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯେଉଁ ଚାମ୍ବରରେ ନବୀନ ବସୁଥିଲେ ସେହି ଚାମ୍ବରରେ ବସିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । 

ଜନତା- ସରକାର ମଧ୍ୟରେ ଥିବା ପାଚେରୀ ଭାଙ୍ଗିଲା

କେବଳ ବଦଳିଲା ଟେବୁଲ ଆଉ ଚେୟାରର ଦିଗ । ଆଜିଠୁ ଲୋକସେବା ଭବନର ତୃତୀୟ ମହଲା ହେଲା ମୁଖ୍ୟମନ୍ତ୍ରୀଙ୍କ ବିଧିବଦ୍ଧ କାର୍ଯ୍ୟାଳୟ । 22 ଦିନ ହେଲା ରାଜ୍ୟ ଅତିଥି ଭବନରେ ଚାଲିଥିଲା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ଲୋକସେବା ଭବନ ପରିସରରେ ସ୍ବାଗତ କଲେ ବିଭିନ୍ନ ବିଭାଗର ମନ୍ତ୍ରୀ ଓ ସଚିବ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆହୁରି ପଢନ୍ତୁ ଓଡିଶା ଖବର...


 

Sponsored
Chief Minister Mohan Charan Majhi entered the third floor Chief Minister's office after paying obeisance to Lok Seva Bhawan | Argus News