Videos
|
Odisha

ଦିଲ୍ଲୀରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରେସମିଟ

Ritu Das
Browse all articles by Ritu Das
·1 year ago
ଦିଲ୍ଲୀରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରେସମିଟ

ଅର୍ଗସ ବ୍ୟୁରୋ: ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାରେ ୩ ଗିରଫ ହୋଇଥିବା ନେଇ ସୂଚନା ଦେଲେ ମୁଖ୍ୟ ମନ୍ତ୍ରୀ। ୩ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ବ୍ୟବହୃତ ଅଟୋରିକ୍ସା ଜବତ ହୋଇଛି। 

ଅଧିକ ତଦନ୍ତ ପାଇଁ ଦିଲ୍ଲୀ ପୋଲିସକୁ ଅନୁରୋଧ କରିଥିବା କହିଲେ ମୁଖ୍ୟମନ୍ତ୍ରୀ। ପ୍ରକାଶ ଥାଉ କି, ଗତ ଅକ୍ଟୋବର ୧୧ରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଥିଲା। ପ୍ରବାସୀ ଓଡିଆଙ୍କ ସୁରକ୍ଷା ରାଜ୍ୟ ସରକାରଙ୍କ ପ୍ରାଥମିକତା ବୋଲି କହିଲେ ମୁଖ୍ୟମନ୍ତ୍ରୀ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Chief Minister Mohan | Argus News