ହୋଲି ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
·1 year ago

ଆଜି ପୁରା ଦେଶ ପାଳୁଛି ହୋଲି ପର୍ବ। ପିଲାଠୁ ବୟସ୍କ ରଙ୍ଗ ଖେଳରେ ସମସ୍ତେ ମସଗୁଲ। ସବୁଠି ଜମିଛି ରଙ୍ଗ ଖେଳର ଆସର। ଏହି ହୋଲି ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। `ରଙ୍ଗର ପର୍ବ ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା' ଭାତୃତ୍ଵ ଓ ସଦ୍ଭାବନାର ପର୍ବ ହୋଲି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଆନନ୍ଦ ଭରିଦେଉ।
ରଙ୍ଗର ପର୍ବ ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା। ଭାତୃତ୍ୱ ଓ ସଦଭାବନାର ଏହି ପର୍ବ ହୋଲି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଆନନ୍ଦ ଭରିଦେଉ। ରାଧା ଗୋବିନ୍ଦଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି। #ହୋଲି pic.twitter.com/sk6nkqgMRJ
— Mohan Charan Majhi (@MohanMOdisha) March 15, 2025
ରାଧା ଗୋବିନ୍ଦଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ୍ସରେ ଶେୟାର କରି ଜଣାଇଛନ୍ତି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: