Videos
|
Odisha

ଆଜିଠୁ ତିନିଦିନିଆ ତିନି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Smruti Parija
Browse all articles by Smruti Parija
·1 year ago
ଆଜିଠୁ ତିନିଦିନିଆ ତିନି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଆଜିଠୁ ତିନିଦିନିଆ ତିନି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମାଲକାନଗିରି,କୋରାପୁଟ ଓ ସମ୍ବଲପୁର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ମାଲକାନଗିରିରେ କୃଷକ ମେଳା ଓ ପଲିଶ୍ରି ମେଳାର କରିବେ ଉଦ୍ଘାଟନ। ତାହା ସହ ସରକାରୀ ଏବଂ ଦଳୀୟ କାର୍ଯ୍ୟକ୍ରମ ଭାଗ ନେବେ।  କୋରାପୁଟରେ ଅନୁଷ୍ଠିତ ହେବାକୁ ଥିବା ଆଦିବାସୀଙ୍କ ପର୍ବରେ ଭାଗ ନେବା ସହ ରହିଛି ଅନେକ ଗୁରୁତ୍ତ୍ୱପୂର୍ଣ କାମ। ସମ୍ବଲପୁରରେ ବି ଅନେକ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦାନ କରି ରାଜ୍ୟ ଓ ଜିଲ୍ଲାର ବିକାଶ ନେଇ ଗସ୍ତ ସମୟରେ କରିବେ ସମୀକ୍ଷା।
ଅଧିକ ପଢ଼ନ୍ତୁ: ଓଡ଼ିଶାର ପ୍ରଥମ ବିଜେପି ସରକାରକୁ ୬ ମାସ ପୂର୍ତ୍ତି

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: