Videos
|
Odisha

ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Ritu Das
Browse all articles by Ritu Das
·1 year ago
ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅର୍ଗସ ବ୍ୟୁରୋ: ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୩ ଦିନିଆ ସିଙ୍ଗାପୁର ଗସ୍ତରେ ଯିବେ ସିଏମ। ନଭେମ୍ବର 18ରୁ 20 ସିଙ୍ଗାପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଉତ୍କର୍ଷ ଓଡ଼ିଶା - ମେକ୍ ଇନ୍ ଓଡ଼ିଶା କନକ୍ଲେଭ 2025 ପାଇଁ ସିଙ୍ଗାପୁରରେ ହେବ ରୋଡ ସୋ। 

ଓଡ଼ିଶା ଆସିବା ପାଇଁ ନିବେଶକ ମାନଙ୍କୁ କରିବେ ଆମନ୍ତ୍ରଣ। ନିବେଶକ ସମ୍ମିଳନୀରେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ କରିବେ ଆଲୋଚନା। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Chief Minister | Argus News