Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବଦଳିବ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବାସଭବନ ଠିକଣା

Ritu Das
Browse all articles by Ritu Das
·1 year ago
ବଦଳିବ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବାସଭବନ ଠିକଣା

ଅର୍ଗସ ବ୍ୟୁରୋ: ବଦଳିବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନର ଠିକଣା । ରାଜପଥ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀଙ୍କ ନୂଆ ଠିକଣା  । ଖୁବଶୀଘ୍ର ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ କୁ ଆସିବେ ମୋହନ ମାଝୀ । ଲୋୟର ପିଏମ୍‌ଜିରୁ ରାଜପଥ ଅଥବା ଏଜିରୁ ରାଜଭବନ ଭବନ ରାସ୍ତାକୁ ଉଠି ଆସିବ ମୁଖ୍ୟମନ୍ତ୍ରୀଙ୍କ ଠିକଣା । 

ଅଭିଯୋଗ ପ୍ରକୋଷ୍ଠ ପାଖରେ ଭିଆଇଆଇଆଇଏମ୍ ଆର୍- ୩ରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ସରକାରୀ ବଙ୍ଗଳାରେ ରହିବେ ମୋହନ ମାଝୀ । ଏଥି ପାଇଁ ଯୁଦ୍ଧକାଳୀନ ଭିଭିରେ ନବୀକରଣ କାମ ଚାଲିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Chief Minister | Argus News