|
logo
Live
Argus News App
GET APP

Argus News - ରତ୍ନଭଣ୍ଡାର କମିଟିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

Odisha

ରତ୍ନଭଣ୍ଡାର କମିଟିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

Smruti Parija
Browse all articles by Smruti Parija
·2 years ago·1 min read
ରତ୍ନଭଣ୍ଡାର କମିଟିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ବର:  ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ କମିଟି ଗଠନ ହୋଇଛି । ତଦାରଖ କମିଟି ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କମିଟିରେ ମୋଟ୍ 12 ଜଣ ସାମିଲ ହୋଇଛନ୍ତି । ଏହି କମିଟି ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ  ତଦାରଖ କରିବେ । ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି ।

ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ-
-    ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା, ଉପାଧ୍ୟକ୍ଷ
-    ଡ. ବିଧୁଭୁଷଣ ସାମଲ, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ CMD
-    ଶ୍ରୀ ଏ.କେ. ସାବତ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ,
-    ପୁରୀ ଗଜପତି ମହାରାଜା   ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ  ଶ୍ରୀ  ଦିବ୍ୟସିଂହ  ଦେବ  ଙ୍କ ପ୍ରତିନିଧି 


-    ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି
-    ଶ୍ରୀ ଦୁର୍ଗାପ୍ରସାଦ ଦାସ ମହାପାତ୍ର, ସେବକ ପ୍ରତିନିଧି
-    ଶ୍ରୀ ମାଧବ ଚନ୍ଦ୍ର ମହାପାତ୍ର, ସେବକ ପ୍ରତିନିଧି
-    ଶ୍ରୀ ଜଗନ୍ନାଥ କର , ସେବକ ପ୍ରତିନିଧି
-    ଶ୍ରୀ ଗଣେଶ ମେକାପ, ଭଣ୍ଡାର ମେକାପ ସେବକ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

-    ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିର ର ଉପମୁଖ୍ୟ ପ୍ରଶାସକ.
-    ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ- ସଦସ୍ୟ ଆବାହକ  ଭାବରେ  କାର୍ଯ୍ୟ  କରିବେ.


 

Sponsored
ରତ୍ନଭଣ୍ଡାର କମିଟିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ | Argus News