Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Odisha

ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Smruti Parija
Browse all articles by Smruti Parija
·1 year ago·1 min read
ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଅର୍ଗସ ବ୍ୟୁରୋ: ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ । ଠିକ୍‌ ସମୟରେ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆବଶ୍ୟକ ପଡ଼ିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ ହେବ କହିଲେ ମୁଖ୍ୟମନ୍ତ୍ରୀ । ପୁଣି ବବି ଦାସଙ୍କ ଭାଇ ଲଲଙ୍କ ଜାମିନ ଖାରଜ କଲେ SDJM । ଦାୟର ହୋଇଥିବା ଆଉ ୩ଟି ନୂଆ ମାମଲାରେ ଜାମିନ ଖାରଜ ହୋଇଛି । SDJM କୋର୍ଟରେ ୩ ନୂଆ ମାମଲା ପାଇଁ ଆବେଦନ କରିଥିଲା ପୋଲିସ । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Chief Minister orders completion of improvement and beautification work at Birja Peetha | Argus News