Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ

Rashmita Mishra
Browse all articles by Rashmita Mishra
·1 year ago
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ । ଦଳ ପକ୍ଷରୁ ଆୟୋଜିତ ହୋଲି ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବରିଷ୍ଠ ନେତୃବୃନ୍ଦ ଓ ସାମ୍ବାଦିକଙ୍କ ଗହଣରେ ହୋଲି ଖେଳିଛନ୍ତି । ପ୍ରତିବର୍ଷ ପରି ଏବର୍ଷ ବି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ହୋଇଛି ହୋଲି ବନ୍ଧୁ ମିଳନ କାର୍ଯ୍ୟକ୍ରମ । ରାଜ୍ୟ ବିଜେପି ସଭାପତିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନେକ ରାଜ୍ୟ ନେତୃତ୍ୱ ଏବଂ ବରିଷ୍ଠ ସାମ୍ବାଦିକ ମାନେ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
chief-minister-plays-holi-at-bjp-state-office | Argus News