ହିଂଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ
·2 years ago

ଅର୍ଗସ ବ୍ୟୁରୋ: ପ୍ରାର୍ଥୀପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଂଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ । ଛତ୍ରପୁର ଉପଜିଲ୍ଲାପାଳଙ୍କ ଠାରେ ନାମାଙ୍କନ ଦାଖଲ କଲେ ।
ଆଜି ଦିନିକିଆ ଗଞ୍ଜାମ ଗସ୍ତରେ ଯାଇ ହିଂଜିଳିକାଟୁ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମେ ମା' ତାରାତାରିଣୀଙ୍କ ଦର୍ଶନ କରି ପରେ ଛତ୍ରପୁର ଯାଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ପ୍ରାର୍ଥୀପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।
ଆହୁରି ପଢନ୍ତୁ ଓଡିଶା ଖବର...
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: