Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - କାଲିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Odisha

କାଲିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Smruti Parija
Browse all articles by Smruti Parija
·1 year ago
କାଲିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ବିଭାଗର ପ୍ରତିନିଧି ଦଳ ଯିବେ ଦିଲ୍ଲୀ । ଦିଲ୍ଲୀରେ 3 ତାରିଖରେ ହୋଟେଲ ତାଜ୍‌ରେ ନିବେଶକ ସମ୍ମିଳନୀରେ ସାମିଲ ହେବେ । ଜାନୁଆରି 28 ଏବଂ 29 ରେ ହେବାକୁ ଥିବା ମେକ ଇନ ଓଡିଶା `ଉତ୍କର୍ଷ ଓଡ଼ିଶା' ପୂର୍ବରୁ ରାଜ୍ୟକୁ ଆସିବା ପାଇଁ ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଉତ୍କର୍ଷ ଓଡ଼ିଶା କନକ୍ଲେଭ ପାଇଁ ଶିଳ୍ପପତି ମାନଙ୍କୁ ଭେଟି କରିବେ ଆମନ୍ତ୍ରଣ ।
 

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Chief Minister will go on a 2-day visit to Delhi from tomorrow | Argus News