Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆଜି ଦିନିକିଆ ଝାଡଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Odisha

ଆଜି ଦିନିକିଆ ଝାଡଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Swayangprajna Mishra
Browse all articles by Swayangprajna Mishra
·1 year ago
ଆଜି ଦିନିକିଆ ଝାଡଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ :  ଆଜି ଦିନିକିଆ ଝାଡଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଧରିବେ ପ୍ରଚାର ମଙ୍ଗ, ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ। ମାରାଥନ ସଭା ଓ ରୋଡ ଶୋ କରିବାର ରହିଛି କାର୍ଯ୍ୟକ୍ରମ। ଝାଡ଼ଖଣ୍ଡ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର।

ଅଧିକ ପଢନ୍ତୁ : ପଦ୍ମ ସମ୍ମାନରେ ସମ୍ମାନିତଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ତେଣୁ ଶେଷ ଦିନରେ ପୁରା ଦମ୍ ଲଗାଇବେ ସବୁ ରାଜନୈତିକ ଦଳ। ଓଡ଼ିଆ ବହୁଳ ବିଧାନସଭା କ୍ଷେତ୍ରରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦଳୀୟ ପ୍ରାର୍ଥୀଙ୍କ ପାଇଁ ଲୋଡ଼ିବେ ଜନତାଙ୍କ ସମର୍ଥନ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Chief Minister will visit Jharkhand today | Argus News