Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Swoyang prajna Mishra
Browse all articles by Swoyang prajna Mishra
·1 year ago
ଆଜି ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆଜି ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଉଦଳାରେ ବାଥୁଡି ସମାଜର ବାର୍ଷିକ ଉତ୍ସବରେ ସାମିଲ ହେବେ । ଅପରାହ୍ନରେ ମାଆ କିଚେକେଶ୍ବରୀଙ୍କର ଦର୍ଶନ କରିବେ ।  ଯଶିପୁରରେ ରାତ୍ରି ରହଣୀ ସହ ଆସନ୍ତାକାଲି ରାମତିର୍ଥରେ ମିନି ମାରାଥନରେ ଯୋଗଦେବେ । ଡିଡି କଲେଜ ପଡିଆରେ ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।


ଚମ୍ପୁଆ କଲେଜ ଆଲୁମିନି ମିଟରେ ମଧ୍ୟ ଯୋଗଦାନ କରିବେ । ଆସନ୍ତାକାଲି ଅପରାହ୍ନରେ କ୍ରିକେଟ ମ୍ୟାଚ କାର୍ଯ୍ୟକ୍ରମରେ ଯୋଗଦେବେ । ସେହିପରି ସଂଧ୍ୟାରେ କାଳିପଡିଆ ହର୍ବାଲ ମେଳାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Chief Minister will visit Mayurbhanj today | Argus News