Videos
|
Odisha

ମେଡିକାଲ ନିଯୁକ୍ତି ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

Banajyotshna Ray
Browse all articles by Banajyotshna Ray
·1 year ago
ମେଡିକାଲ ନିଯୁକ୍ତି ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଅର୍ଗସ ବ୍ୟୁରୋ:  ମେଡିକାଲ ନିଯୁକ୍ତି ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ ଦୁଇଟି ସଂଶୋଧନ କରାଯାଇଛି । ଖୁବ ଶୀଘ୍ର 5000 ଡାକ୍ତର, 3000 ପାରା ମେଡିକାଲ ଷ୍ଟାଫ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ କରିବେ ରାଜ୍ୟ ସରକାର।  30 ଜିଲ୍ଲାରେ ମେଡିକାଲ କଲେଜ ଖୋଲିବ।  2014 ମସିହା ପରେ ଯେତେ ସବୁ 100 ବେଡ ମେଡିକାଲ କଲେଜ ଖୋଲିଛି, ସେଥିପାଇଁ 250 ରୁ 300 କୋଟି ଟଙ୍କା ଖର୍ଚ୍ଚ ହେଉଛି। ଭଦ୍ରକ ଜିଲ୍ଲାରେ ଖୁବ ଶୀଘ୍ର ମେଡିକାଲ କଲେଜ ଖୋଲିବ ବୋଲି ଗୃହରେ ଘୋଷଣା କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Chief Minister's approval for medical recruitment process | Argus News