Videos
|
Odisha

କାଳବୈଶାଖୀ ଯୋଗୁ ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

Ritu Das
Browse all articles by Ritu Das
·2 years ago
କାଳବୈଶାଖୀ ଯୋଗୁ ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଅର୍ଗସ ବ୍ୟୁରୋ: ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର। କାଳବୈଶାଖୀ ବର୍ଷା ପବନ ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ହେଲିକ୍ଟର ଓହ୍ଲାଇପାରିଲାନି। ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବିମାନ ଜରୁରୀ ଅବତରଣ କଲା। 

ଖଡିଆଳରୁ ପ୍ରଚାର ସାରି ଭୁବନେଶ୍ବର ଫେରୁଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଝାରସୁଗୁଡାରେ ସୁରକ୍ଷିତ ଭାବେ ଅବତରଣ କଲା। ପାଗ ବଦଳିବା ପରେ ଝାରସୁଗୁଡ଼ାରୁ ବାହାରିବ ନବୀନଙ୍କ ହେଲିକପ୍ଟର।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Chief Minister's helicopter | Argus News