ମୁଖ୍ୟମନ୍ତ୍ରୀଙ୍କ ସୂଚନା: ରାଜ୍ୟରେ ସ୍ଥାପନ ହେବନାହିଁ ହାଇକୋର୍ଟ ବେଞ୍ଚ
·1 year ago

ଅର୍ଗସ ବ୍ୟୁରୋ: ଓଡ଼ିଶା ହାଇକୋର୍ଟ ଏବଂ ଏହାର ବେଞ୍ଚକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶାରେ ହାଇକୋର୍ଟ ବେଞ୍ଚ୍ ସ୍ଥାପନ ହୋଇପାରିବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି ।
ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ, ଓଡ଼ିଶାରେ ହାଇକୋର୍ଟ ବେଞ୍ଚ୍ ସ୍ଥାପନ କରାଯିବ ନାହିଁ ବୋଲି ସୂଚନା ଦେଇଛନ୍ତି ମୋହନ ଚରଣ ମାଝୀ । ରାଜ୍ୟରେ ହାଇକୋର୍ଟ ବେଞ୍ଚ୍ ସ୍ଥାପନ ନ କରିବା ପାଇଁ ଗତ ୨୦୨୩ ମସିହା ଡିସେମ୍ବର ମାସରେ ସୁପ୍ରିମକୋର୍ଟ ରାୟ ଶୁଣାଇଥିଲେ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: