Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ

Odisha

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ

Sangram Tripathy
Browse all articles by Sangram Tripathy
·1 year ago
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ

ଅର୍ଗସ ବ୍ୟୁରୋ:ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ। ଏ ନେଇ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। E-kyc ବ୍ୟବସ୍ଥାକୁ ତ୍ବରାନିତ କରିବାକୁ ମଧ୍ୟ କହିଛନ୍ତି। ୧.୩୧ ଲକ୍ଷ ଶ୍ରମିକ ହେବେ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ। ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ଆଗୁଆ ଚାଉଳ ପାଇଁ ନିର୍ଦ୍ଦେଶ ଦେଇଛନ୍ତି
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Chief Minister's order, ration card beneficiaries will get 3 months advance rice | Argus News