ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
·1 year ago

ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ଲୋକଙ୍କ ପାଖରେ ପହଞ୍ଚି ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୧ ମନ୍ତ୍ରୀଙ୍କ ସହିତ ବରିଷ୍ଠ ଅଧିକାରୀ ସାମିଲ। ସମ୍ବଲପୁର ମହାନଗର ନିଗମରେ ସ୍ବତନ୍ତ୍ର ଅଭିଯୋଗ ପ୍ରକୋଷ୍ଠ ।
ଲୋକଙ୍କ ପାଖରେ ପିପୁଲ୍ସ ସିଏମ । ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଲୋକଙ୍କ ସମସ୍ୟା ବୁଝିବା ପାଇଁ ପାଖରେ ପହଁଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୧୧ ମନ୍ତ୍ରୀଙ୍କ ସହିତ ବରିଷ୍ଠ ଅଧିକାରୀ ସାମିଲ । ମୁଖ୍ୟମନ୍ତ୍ରୀଙ୍କ ଗ୍ରୀଭାନ୍ସ ପାଇ ସମ୍ବଲପୁର ମହାନଗର ନିଗମରେ ସ୍ବତନ୍ତ୍ର ଅଭିଯୋଗ ପ୍ରକୋଷ୍ଠ ଖୋଲାଯାଇଛି । ମଧ୍ୟାହ୍ନ ଗୋଟାଏ ଯାଏଁ ଚାଲିବ ଜନ ଅଭିଯୋଗ ଶୁଣାଣି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: