Videos
|
Odisha

ମୁଖ୍ୟମନ୍ତ୍ରୀଙ୍କ ଢ଼େଙ୍କାନାଳ ଗସ୍ତ

Ritu Das
Browse all articles by Ritu Das
·1 year ago
ମୁଖ୍ୟମନ୍ତ୍ରୀଙ୍କ ଢ଼େଙ୍କାନାଳ ଗସ୍ତ

ଅର୍ଗସ ବ୍ୟୁରୋ: ଆଜି ଢ଼େଙ୍କାନାଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ହେଲିକପ୍ଟର ଯୋଗେ ସନ୍ଧ୍ୟା ୫ଟା ସମୟରେ ଢେଙ୍କାନାଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଢ଼େଙ୍କାନାଳ ସହରରେ ବିଭିନ୍ନ ପୂଜା ପେଣ୍ଡାଲକୁ ଯାଇ ମାଆଙ୍କୁ ଦର୍ଶନ କରିଛନ୍ତି। 

ପରେ ମହାବୀର ବଜାର ପୂଜା ପ୍ରତିଷ୍ଠାନ ପକ୍ଷରୁ ପାଳନ ହେଉଥିବା ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Chief Minister's | Argus News