Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଡ୍ରେନରେ ପଡ଼ି ଶିଶୁ ମୃତ୍ୟୁ ଘଟଣା: ରାଜ୍ୟ ଶିଶୁ ଅଧିକାରୀ ସୁରକ୍ଷା କମିଶନଙ୍କ ନୋଟିସ

Odisha

ଡ୍ରେନରେ ପଡ଼ି ଶିଶୁ ମୃତ୍ୟୁ ଘଟଣା: ରାଜ୍ୟ ଶିଶୁ ଅଧିକାରୀ ସୁରକ୍ଷା କମିଶନଙ୍କ ନୋଟିସ

Ritu Das
Browse all articles by Ritu Das
·1 year ago
ଡ୍ରେନରେ ପଡ଼ି ଶିଶୁ ମୃତ୍ୟୁ ଘଟଣା: ରାଜ୍ୟ ଶିଶୁ ଅଧିକାରୀ ସୁରକ୍ଷା କମିଶନଙ୍କ ନୋଟିସ

ଅର୍ଗସ ବ୍ୟୁରୋ: ରାଜଧାନୀ ଭୁବନେଶ୍ୱରରେ ମୁକୁଳା ଡ୍ରେନରେ ପଡ଼ି ଶିଶୁ ମୃତ୍ୟୁ ଘଟଣା । ବିଏମସି କମିଶନରଙ୍କୁ ନୋଟିସ ଜାରି କଲେ ରାଜ୍ୟ ଶିଶୁ ସୁରକ୍ଷା କମିଶନ । ଏଭଳି ଦୁର୍ଘଟଣା ରୋକିବାକୁ କଣ ସବୁ ପଦକ୍ଷେପ ନିଆଯିବା ଆବଶ୍ୟକ ତାହା ଜଣାଇବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି । 

ଜୁନ ୧୮ ତାରିଖରେ ଭୁବନେଶ୍ୱର ମସଜିଦ କଲୋନିରେ ଡ୍ରେନରେ ଭାସି ଯାଇ ଜଣେ ଶିଶୁର ମୃତ୍ୟୁ ହୋଇଥିଲା । ସେହିପରି ଡିପଥେରିଆ ପ୍ରସଙ୍ଗରେ ମଧ୍ୟ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବଙ୍କ ସମେତ ଜିଲ୍ଲା ପ୍ରଶାସନଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି କମିଶନ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Child death | Argus News