ବିଜେଡିରେ ମିଶିଲେ ଚିରଞ୍ଜୀବ ବିଶ୍ୱାଳ
·2 years ago

ଭୁବନେଶ୍ୱର: ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ ଚିରଞ୍ଜୀବ । ଶଙ୍ଖ ଭବନରେ ସମର୍ଥକଙ୍କ ସହ ବିଜେଡିରେ ମିଶିଲେ ଚିରଞ୍ଜୀବ ।
କଂଗ୍ରେସକୁ ବଡ଼ ଝଟକା, ଦଳରୁ ଇସ୍ତଫା ଦେଲେ ଚିରଞ୍ଜୀବ
ସେ 2004 ରୁ 2009 ତିର୍ତୋଲରୁ ବିଧାୟକ ଥିଲେ । 2014 ରୁ 2019 ଜଗତସିଂହପୁର ବିଧାୟକ ତଥା ବିଧାନସଭାରେ ବିରୋଧୀ ଦଳର ଉପନେତା ଥିଲେ । ପ୍ରଦେଶ କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ବି ଥିଲେ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: