Matric Exam / ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ସୂଚନା: ଫେବ୍ରୁଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ

Key Points
ସକାଳ ୯ଟାରୁ ସାଢ଼େ ୧୧ଟା ଯାଏଁ ଚାଲିବ ପରୀକ୍ଷା
ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଅଧିକ ୧୫ ମିନିଟ୍
ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ସୂଚନା । ଫେବ୍ରୁଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ । ସକାଳ ୯ଟାରୁ ସାଢ଼େ ୧୧ଟା ଯାଏଁ ଚାଲିବ ପରୀକ୍ଷା । ଚଳିତ ବର୍ଷ ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ ମିନିଟ୍ ଦିଆଯିବ। ଫେବ୍ରୁଆରୀ ୧୯ରେ ମାତୃଭାଷା ପରୀକ୍ଷା । ୨୧ରେ ଇଂରାଜୀ ଓ ୨୨ରେ ଭୋକେସନାଲ ପରୀକ୍ଷା ଅନୁଷ୍ଠିତ ହେବ। ଫେବ୍ରୁଆରୀ ୧୯ରୁ ମାର୍ଚ୍ଚ ୨ ଯାଏଁ ଚାଲିବ ମାଟ୍ରିକ୍ ପରୀକ୍ଷା ।
ସୂଚନାନୁାୟୀ ଫେବ୍ରୁଆରୀ ୧୯ ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ୨୧ରେ ଇଂରାଜୀ, ୨୩ରେ ସଂସ୍କୃତ/ ହିନ୍ଦୀ, ୨୫ରେ ବିଜ୍ଞାନ ପରୀକ୍ଷା । ୨୭ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା୨୧ରେ ଇଂରାଜୀ ଓ ୨୨ରେ ଭୋକେସନାଲ ପରୀକ୍ଷା ଅନୁଷ୍ଠିତ ହେବ । ଫେବ୍ରୁଆରୀ ୧୯ରୁ ମାର୍ଚ୍ଚ ୨ ଯାଏଁ ଚାଲିବ ମାଟ୍ରିକ୍ ପରୀକ୍ଷା। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ତାରିଖ ଘୋଷଣା କରାଯାଇଛି । ଏହି କାର୍ଯ୍ୟସୂଚୀ ଉଭୟ ରେଗୁଲାର ଏବଂ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ଲାଗୁ ହେଉଛି । ଏଥର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେବେ ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...
📱 Get Argus News App
✨Related Topics
Explore more stories