ଆଜିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ସିଏମ୍, ରହିଛି ଅନେକ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟକ୍ରମ
·1 year ago

ଅର୍ଗସ ବ୍ୟୁରୋ : ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରବାସୀ ଭାରତୀୟ ସମ୍ମିଳନୀର ୱେବସାଇଟ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ । ଜାନୁୟାରୀ ମାସରେ ଭୁବନେଶ୍ୱରରେ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ ।
ଏନେଇ କେନ୍ଦ୍ର ସରକାରଙ୍କ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ୱେବସାଇଟର ଶୁଭାରମ୍ଭ କରାଯିବ। ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯାଇ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: