Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

Smruti Parija
Browse all articles by Smruti Parija
·1 year ago
ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଭୁବନେଶ୍ୱର: ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅକ୍ଟୋବର 30 ଓ 1 ତାରିଖ ଦୁଇ ଦିନିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ । 30ରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଓ 1 ରେ ଚାଇଁବାସାର କୋଲହାନ ଯିବା ନେଇ ସୂଚନା ମିଳିଛି । ଝାଡ଼ଖଣ୍ଡରେ ଥିବା ଓଡ଼ିଆଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ।  30 ତାରିଖରେ ଓଡ଼ିଆ ସମାଜ ସହ ରାଞ୍ଚିରେ କରିବେ ଆଲୋଚନା । ରାଞ୍ଚିରେ କରିବେ ରାତ୍ରୀ ରହଣୀ । ଏଥିସହ ଜଗନ୍ନାଥ ମନ୍ଦିରରେ ଦର୍ଶନ କରିବେ ।
 

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
CM Mohan Charan Majhi to embark on a two-day visit to Jharkhand on October 30 & November 1 | Argus News