Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଇକଳାରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ

Smruti Parija
Browse all articles by Smruti Parija
·1 year ago
ରାଇକଳାରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୩ ଦିନିଆ କେନ୍ଦୁଝର ଗସ୍ତର ଆଜି ଦ୍ବିତୀୟ ଦିନ । ସକାଳେ କେନ୍ଦୁଝର ସର୍କିଟ୍ ହାଉସ୍ ରୁ ବାହାରି ପୈତୃକ ଗ୍ରାମ ରାଇକଳାରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ । ଗାଁ ଲୋକେ ତାଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ସ୍ଥାନୀୟ ଅଞ୍ଚଳରେ ବିଭିନ୍ନ ପୂଜା ମଣ୍ଡପକୁ ଯିବେ । ଦିନ ୧୨ଟା ୩୦ରେ ଝୁମ୍ପୁରା, ଅପରାହ୍ନ ୩ଟା ୩୦ରେ ସୁନାରିପଶି ଓ ୪ଟା ୩୦ରେ ଉଖୁଣ୍ଡା ଦୁର୍ଗାପୂଜା ମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ରହିଛି ।

ଆହୁରି ପଢନ୍ତୁ ଓଡିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
cm-mohan-majh-on-keonjhar-visit | Argus News