Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ABVPର 49ତମ ରାଜ୍ୟ ଅଧିବେଶନରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Smruti parija
Browse all articles by Smruti parija
·1 year ago·1 min read
ABVPର 49ତମ ରାଜ୍ୟ ଅଧିବେଶନରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Key Points

କଟକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂଗଠନ ABVPର 49ତମ ରାଜ୍ୟ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ।

କଟକ: କଟକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂଗଠନ ABVPର 49ତମ ରାଜ୍ୟ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ଜବାହରଲାଲ ନେହରୁ ଇଣ୍ଡୋର ଷ୍ଟାଡିଅମରେ ଆୟୋଜିତ କାର୍ଯ୍ୟକ୍ରମରେ 15 ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୋଗ ଦେଇଛନ୍ତି । ବୁଧବାର ଏହି ଅଧିବେଶନ ଉଦଘାଟିତ ହୋଇଛି । ଆଜି ଏହାର ମୁକ୍ତ ମଞ୍ଚ ଆଲୋଚନା କାର୍ଯ୍ୟକ୍ରମ ରହିଛି ।


କଟକରେ ଏବିଭିପିର ୪୯ ତମ ରାଜ୍ୟ ଅଧିବେଶନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ଅଧିବେଶନର ଶୁଭାରମ୍ଭ କରିଛନ୍ତି । ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ହଜାର ହଜାର ସଂଖ୍ୟାରେ ଏବିଭିପି କାର୍ଯ୍ୟକର୍ତ୍ତାଙ୍କ ସହ ପଦାଧିକାରୀ ମାନେ ଯୋଗ ଦେଇଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
cm-mohan-majhi-attends-49th-state-session-of-abvp-at-cuttack | Argus News