Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିକଶିତ ଓଡ଼ିଶା ଲକ୍ଷ୍ୟ ପୂରଣ ପାଇଁ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

Smruti Parija
Browse all articles by Smruti Parija
·1 year ago
ବିକଶିତ ଓଡ଼ିଶା ଲକ୍ଷ୍ୟ ପୂରଣ ପାଇଁ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ: ସିଙ୍ଗାପୁରରେ ଆୟୋଜିତ ଏକ ରାତ୍ର ଭୋଜନରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଏବଂ ରାଜ୍ୟ ସରକାରଙ୍କବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି । ସିଙ୍ଗାପୁର ହାଇ କମିଶନ, ପ୍ରମୁଖ ଶିଳ୍ପ ଉଦ୍ୟୋଗୀ ଏବଂ ଅନ୍ୟ ଅତିଥିମାନେ ମଧ୍ୟ ରାତ୍ର ଭୋଜନରେ ଉପସ୍ଥିତ ଅଛନ୍ତି । ବିକଶିତ ଓଡ଼ିଶା ଲକ୍ଷ୍ୟ ପୂରଣ ପାଇଁ ସିଙ୍ଗାପୁର ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ।  ବଡ଼ ଶିଳ୍ପ ଉଦ୍ୟୋଗୀଙ୍କୁ ଭେଟି ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
cm-mohan-majhi-meets-industrialists in Singapore | Argus News