କୌଣସି ଉତ୍ସବ/ଅଭିନନ୍ଦନ କାର୍ଯ୍ୟକ୍ରମରେ ଯୋଗ ଦେବେନି ମୁଖ୍ୟମନ୍ତ୍ରୀ
·1 year ago

Key Points
ନୂଆବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ । ଆସନ୍ତା ଇଂରାଜୀ ନୂତନ ବର୍ଷରେ ଆନୁଷ୍ଠାନିକ ଭାବରେ କୌଣସି ଉତ୍ସବ/ଅଭିନନ୍ଦନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ନାହିଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଭୁବନେଶ୍ୱର: ନୂଆବର୍ଷ ପାଳିବେନି ମୁଖ୍ୟମନ୍ତ୍ରୀ । ଆସନ୍ତା ଇଂରାଜୀ ନୂତନ ବର୍ଷରେ ଆନୁଷ୍ଠାନିକ ଭାବରେ କୌଣସି ଉତ୍ସବ/ଅଭିନନ୍ଦନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ନାହିଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ଯୋଗୁଁ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ ତଥା ଅଦିନିଆ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ଚାଷୀଙ୍କ ଫସଲ ହାନୀ ପରିପ୍ରେକ୍ଷୀରେ ଶୁଭେଚ୍ଛୁ ଓ ହିତାକାଂକ୍ଷୀମାନେ ନବବର୍ଷରେ କୌଣସି ପ୍ରକାର ଫୁଲତୋଡ଼ା, ଡାଏରୀ କିମ୍ବା ଅନ୍ୟାନ୍ୟ ଦ୍ରବ୍ୟ ସାଙ୍ଗରେ ନେଇ ନ ଆସିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: