Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭୁବନେଶ୍ୱରରେ ଡିଜିପି ସମ୍ମିଳନୀ ପ୍ରସ୍ତୁତିର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·1 year ago
ଭୁବନେଶ୍ୱରରେ ଡିଜିପି ସମ୍ମିଳନୀ ପ୍ରସ୍ତୁତିର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ:  ଭୁବନେଶ୍ବରରେ ଡିଜିପି ସମ୍ମିଳନୀ ପ୍ରସ୍ତୁତିର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନ କନଭେନସନ୍ ସେଣ୍ଟର ଏବଂ ରାଜ୍ୟ ଅତିଥି ଭବନରେ ପ୍ରସ୍ତୁତିର ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଉପସ୍ଥିତ ଥିଲେ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ, ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି । ଆସନ୍ତାକାଲିଠାରୁ ଭୁବନେଶ୍ବରରେ ଡିଜିପି ସମ୍ମିଳନୀ ଆରମ୍ଭ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀଙ୍କ ସହ ସାମିଲ ହେବେ ସବୁ ରାଜ୍ୟର ପୋଲିସ ମହାନିର୍ଦ୍ଦେଶକ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
CM overseas preparation for DGP summit in Bhubaneswar | Argus News