Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତା ବର୍ଷ ହେବ କଲେଜ ଛାତ୍ର ସଂସଦ ନିର୍ବାଚନ

Smruti Parija
Browse all articles by Smruti Parija
·1 year ago
ଆସନ୍ତା ବର୍ଷ ହେବ କଲେଜ ଛାତ୍ର ସଂସଦ ନିର୍ବାଚନ

ଅର୍ଗସ ବ୍ୟୁରୋ:  ଆସନ୍ତାବର୍ଷ ଛାତ୍ର ସଂସଦ ନିର୍ବାଚନ । ଆସନ୍ତା ବର୍ଷ ହେବ କଲେଜ ଛାତ୍ର ସଂସଦ ନିର୍ବାଚନ ।  ବଡ଼ଚଣା ନୂଆହାଟ କଲେଜରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା ।  ଛାତ୍ର ସଂସଦ ନିର୍ବାଚନ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ହୁଏ ।  ନୂଆ ସରକାର ଆସିଲା ପରେ ଏନେଇ ପର୍ଯ୍ୟାପ୍ତ ସମୟ ମିଳିନି । ଛାତ୍ର ସଂସଦ ନିର୍ବାଚନ ନେଇ ଏବର୍ଷ ସବୁ କଲେଜରେ ପ୍ରସ୍ତୁତି ହେବ ।  ଏବର୍ଷ ପ୍ରସ୍ତୁତି କରାଯାଇ, ଆସନ୍ତାବର୍ଷ ଛାତ୍ର ସଂସଦ ନିର୍ବାଚନ କରାଯିବ ବୋଲି କହିଛନ୍ତି ପୃଥ୍ୱୀରାଜ ହରିଚନ୍ଦନ ।  

 

ଆହୁରି ପଢନ୍ତୁ ଓଡିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
College student parliament election will be held next year | Argus News