Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ୩୯ ଟଙ୍କା ବଢ଼ିଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର

Odisha

୩୯ ଟଙ୍କା ବଢ଼ିଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର

Smruti Parija
Browse all articles by Smruti Parija
·1 year ago
୩୯ ଟଙ୍କା ବଢ଼ିଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର

ଭୁବନେଶ୍ୱର: ବଢ଼ିଲା କମର୍ସିଆଲ୍ ଗ୍ୟାସ ଦର । ପୁଣି ବଢ଼ିଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର । ୩୯ ଟଙ୍କା ବଢ଼ିଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର । ଦିଲ୍ଲୀରେ ୧୯ କେଜି ଗ୍ୟାସ ସିଲିଣ୍ଡର ଦର ୧୬୯୧.୫୦କୁ ବୃଦ୍ଧି । ଗତ ମାସ ମଧ୍ୟ ବଢ଼ିଥିଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
commercial-gas-cylinder-price-hike-by-39-rupees | Argus News