Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମନୋଜଙ୍କ ନାଁରେ କଟକ ସାଇବର ଥାନାରେ ଏତଲା 

Smruti Parija
Browse all articles by Smruti Parija
·1 year ago
ମନୋଜଙ୍କ ନାଁରେ କଟକ ସାଇବର ଥାନାରେ ଏତଲା 

କଟକ: ପୁଣି ଅଡୁଆରେ ପଡିଲେ ଅଭିନେତା ମନୋଜ ମିଶ୍ର । ମନୋଜଙ୍କ ନାଁରେ କଟକ ସାଇବର ଥାନାରେ ଏତଲା । ଏତଲା ଦେଲା ଓଡ଼ିଆ ସିନେମା ଓ ଟିଭି ନିର୍ଦେଶକ ସଙ୍ଘ । ମନୋଜ ନିର୍ଦେଶକମାନଙ୍କ ଚରିତ୍ର ହନନ କରୁଥିବା ଅଭିଯୋଗ ହୋଇଛି । ସାମାଜିକ ଗଣମାଧ୍ୟମରେ ସମ୍ମାନ ହାନୀ କରୁଥିବା ନେଇ ଏତଲାରେ ଉଲ୍ଲେଖ ରହିଛି ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
complaint-against-actor-manoj-mishra | Argus News