Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଚାଲିଛି ଜନଶୁଣାଣି

Banajyotshna Ray
Browse all articles by Banajyotshna Ray
·1 year ago
ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଚାଲିଛି ଜନଶୁଣାଣି

ଅର୍ଗସ ବ୍ୟୁରୋ:  ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ। ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଜି ଚାଲିଛି ଜନଶୁଣାଣି। ଲୋକଙ୍କଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଯୋଗ ଶୁଣୁଛନ୍ତି। ଏଥିପାଇଁ ଲୋକଙ୍କ ପ୍ରବଳ ଭିଡ଼ ହେଉଛି। ରାଜ୍ୟରେ ନୂଆ ସରକାର ଦାୟିତ୍ବ ନେବା ପରେ ପୂର୍ବରୁ 16 ବର୍ଷ ଧରି ବନ୍ଦ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀ ସିଧାସଳଖ ଲୋକଙ୍କଠାରୁ ସେମାନଙ୍କର ସମସ୍ୟା ଓ ଅଭିଯୋଗ ଶୁଣୁଛନ୍ତି। ସାଧାରଣ ଲୋକମାନେ ଭୟ ନକରି ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆସୁଛନ୍ତି, ନିଜ ଗୁହାରି ଜଣାଉଛନ୍ତି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Complaints are heard by the Chief Minister | Argus News