Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ନୂଆ ନିର୍ବାଚିତ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

Manini Pattanayak
Browse all articles by Manini Pattanayak
·2 years ago
ନୂଆ ନିର୍ବାଚିତ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ବଲାଙ୍ଗିର: ନୂଆ ନିର୍ବାଚିତ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ସ୍ବାଗତ ସମ୍ବର୍ଦ୍ଧନା । ବଲାଙ୍ଗିର ଜିଲ୍ଲାର ବହୁ ଚର୍ଚ୍ଚିତ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡ଼ି ତରଫରୁ ନବୀନ ପଟ୍ଟନାୟକ ଆରୁ ବିଜେପି ଆଡୁ  ଲକ୍ଷ୍ମଣ ବାଗ ଲଢୁଥିଲେ ।

ନବୀନଙ୍କୁ ହରେଇ ଲକ୍ଷ୍ମଣ ବାଗ ଜିତିଥିବା  ଲାଗି  କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର କଣ୍ଟାବାଞ୍ଜି,ବଙ୍ଗୋମୁଣ୍ଡା, ଭାଲୁମୁଣ୍ଡା ଠାରେ ବିଧାୟକଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରିଛନ୍ତି ବିଜେପି ସମର୍ଥକ ଓ କର୍ମୀ । 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Congratulations to the newly elected Kantbanji MLA Laxman Bagh | Argus News