Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

Jitendra Dash
Browse all articles by Jitendra Dash
·2 years ago
କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଅର୍ଗସ ବ୍ୟୁରୋ : କଂଗ୍ରେସ ଘୋଷଣା ବିଧାନସଭା ପ୍ରାର୍ଥୀ ତାଲିକା । କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ । ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Congress announces candidate for Kakatpur | Argus News