Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କଂଗ୍ରେସର ପ୍ରାର୍ଥୀ ତାଲିକା, କଟକ ବାରବାଟୀରୁ ସୋଫିଆ ଫିର୍ଦ୍ଦୋସ ଟିକେଟ୍

Jitendra Dash
Browse all articles by Jitendra Dash
·2 years ago
କଂଗ୍ରେସର ପ୍ରାର୍ଥୀ ତାଲିକା, କଟକ ବାରବାଟୀରୁ ସୋଫିଆ ଫିର୍ଦ୍ଦୋସ ଟିକେଟ୍

ଅର୍ଗସ ବ୍ୟୁରୋ : କଂଗ୍ରେସର ପୁଣି ଘୋଷଣା କଲା ପ୍ରାର୍ଥୀ ତାଲିକା । ୨ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ । କଟକରୁ ସୁରେଶ ମହାପାତ୍ର ପ୍ରାର୍ଥୀ ସମ୍ବଲପୁରରୁ ନଗେନ୍ଦ୍ର ପ୍ରଧାନ ଲୋକସଭା ପ୍ରାର୍ଥୀ । ତା ସହିତ ୮ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି । କଟକ ବାରବାଟୀରୁ ସୋଫିଆ ଫିର୍ଦ୍ଦୋସ ପ୍ରାର୍ଥୀ । ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ପ୍ରାର୍ଥୀ । ଜଳେଶ୍ୱର- ଦେବୀ ପ୍ରସନ୍ନ ଚାନ୍ଦ, ବାଲେଶ୍ୱର- ମୋନାଲିସା ଲେଙ୍କା । ବଡ଼ଚଣା- ଅଜୟ ସାମଲ, ପାଲଲହଡ଼ା- ଫକୀର ସାମଲ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Congress Candidate List | Argus News