Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ୫ଟି ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

Odisha

୫ଟି ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

Banajyotshna Ray
Browse all articles by Banajyotshna Ray
·1 year ago
୫ଟି ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଅର୍ଗସ ବ୍ୟୁରୋ: ନୀଳଗିରି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କଲା କଂଗ୍ରେସ। ୫ ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ। ୫ ସ୍ଥାନରେ ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ। ଜଳେଶ୍ବର, ବରୀ, ଆଠମଲ୍ଲିକ, ଆଠଗଡ଼, ପୁରୀରେ ବଦଳିଲେ ପ୍ରାର୍ଥୀ। ଜଳେଶ୍ଵରରୁ ପ୍ରାର୍ଥୀ ହେଲେ ସୁଦର୍ଶନ ଦାସ, ବରୀରେ ଦେବାଶିଷ ନାୟକଙ୍କୁ ଟିକେଟ୍ ଦେଲା କଂଗ୍ରେସ, ଆଠମଲ୍ଲିକରେ ହିମାଂଶୁ ଚାଉଳିଆଙ୍କୁ କଂଗ୍ରେସ ଟିକେଟ୍। ଆଠଗଡ଼ରେ ନୂଆ ପ୍ରାର୍ଥୀ ହେଲେ ସୁଦର୍ଶନ ସାହୁ, ପୁରୀରେ ଉମାବଲ୍ଲଭ ରଥଙ୍କୁ ପ୍ରାର୍ଥୀ କଲା କଂଗ୍ରେସ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Congress changed candidates in 5 seats | Argus News